8 “ତମେ ପର୍ମେସରର୍ ଆଦେସ୍ ଇନ୍କରି ନର୍ଲକର୍ ରିତିନିତି ଦାରି ବସିଆଚାସ୍ ।”
ତେବେ ପାରୁସି ଆରି ସାସ୍ତର୍ ସିକାଉମନ୍ ଜିସୁକେ ପାଚାର୍ଲାଇ, “କାଇକେ ତର୍ ସିସ୍ମନ୍ ପାର୍ଚିନ୍ମନର୍ ରିତିନିତି ନ ମାନି ଆତ୍ ନ ଦଇ କାଇଲାଇନି ?”
ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।