9 ଆରି ଜିସୁ ସେମନ୍କେ କଇଲା, ତମେ ଚତୁର୍ ଅଇ ନିଜର୍ ରିିତିନିିତି ମାନ୍ବାକେ ବଲି ପର୍ମେସରର୍ ଆଦେସ୍ ନିଚୁ ବଇଲାସ୍ନି ।
ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।
ପାରୁସିମନ୍ ଆରି ସବୁ ଜିଉଦିଲକର୍ ପାର୍ଚିନ୍ମନର୍ ନିୟମ୍ ମାନି ରିିତିନିତି ଇସାବେ ଆତ୍ ନ ଦଇତେ ନ କାଇତେରଇଲାଇ ।
ତେବେ ପାରୁସି ଆରି ସାସ୍ତର୍ ସିକାଉମନ୍ ଜିସୁକେ ପାଚାର୍ଲାଇ, “କାଇକେ ତର୍ ସିସ୍ମନ୍ ପାର୍ଚିନ୍ମନର୍ ରିତିନିତି ନ ମାନି ଆତ୍ ନ ଦଇ କାଇଲାଇନି ?”
ଏଟାର୍ ଅରତ୍ କାଇଟା, ଏନ୍ତାରି ବିସ୍ବାସ୍ କରି ନିୟମ୍ ନସାଇଦେଉଁ କି ? ନାଇ, ଆମେ ଜଦି ଜିସୁକିରିସ୍ଟକେ ବିସ୍ବାସ୍ କର୍ବୁ ବଇଲେ, ନିୟମ୍କେ ମିସା ଡାଟ୍ କର୍ବୁ ।
କାଇକେବଇଲେ, ଜଦି କେ ମିସା ତମର୍ ଲଗେ ଆସି କରି ଆମେ ତମ୍କେ ଜାନାଇରଇବା ଜିସୁର୍ ବିସଇକେ ଚାଡି, ବିନ୍ ସିକିଆ ଦେଲେ ତମେ ସାର୍ଦା ଅଇସା । ସୁକଲ୍ ଆତ୍ମାକେ ନ ପାଇକରି ବିନ୍ ଆତ୍ମାକେ ପାଇଲାସ୍ନି । ଆରି ସେମନ୍ ଜନ୍ ସୁବ୍କବର୍ ଜାନାଇଲାଇନି, ସେଟା ଆମେ ଜାନାଇବା ସୁବ୍କବର୍ ନଏଁ ।
ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
ଏଟାର୍ପାଇ ପରମେସରର୍ ଜିବନ୍ ଦୁକାଇଲାଟାକେ ମୁଇ କେବେ ମିସା ନାଇ ବଲି କଇନାପାରି । କାଇକେ ବଇଲେ ନିୟମ୍ ମାନ୍ଲେ ଜଦି ଗଟେକ୍ ଲକ୍ ତାର୍ ମୁଆଟେ ଦରମ୍ ଲକ୍ ଅଇପାରେ, ତେବେ କିରିସ୍ଟ ମଲାର୍ କିଚି ମୁଲିଅ ନାଇ । ଏ ସବୁ ବିସଇ ମୁଇ ଆନ୍ଟିଅକେ କଇଲି ।
ସେ ଦୁରାଚାର୍ ମୁନୁସ୍ ଜନ୍ ସବୁ ବିସଇ ପର୍ମେସରର୍ ବଲି ଲକ୍ମନ୍ ପୁଜା କଲାଇନି, ସବୁର୍ଟାନେଅନି ସେ ନିଜେ ମୁକିଅ ବଲି କଇସି । ଜେନ୍ତି କି ପର୍ମେସରର୍ ମନ୍ଦିରେ ବସିକରି ମୁଇ ଆକା ପର୍ମେସର୍, ବଲି ଦେକାଇ ଅଇସି ।