ମାର୍କ 8:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ପଚେ ପାରୁସିମନ୍ ବାରଇ ଆସି ଜିସୁର୍ ସଙ୍ଗ୍ ଦଦାପେଲା ଅଇବାର୍ ଦାର୍ଲାଇ । ତାକେ ପରିକା କର୍ବାକେ ପାନ୍ଦେ ପାକାଉଁ ବଲି ମନ୍କରି, ସେ ଜେ ପର୍ମେସର୍ଟାନେଅନି ଆସିଆଚେ, ଏଟା ଦେକାଇବାକେ ଆକାସେଅନି ଗଟେକ୍ କାବାଅଇଜିବା ଚିନ୍ ଦେକାଆ ବଲି କଇଲାଇ । အခန်းကိုကြည့်ပါ။ |