21 ଆରି ଜିସୁ ସେମନ୍କେ ପାଚାର୍ଲା, “ମୁଇ କାଇଟା କଇଲିନି, ତମେ କେନ୍ତି ବୁଜାସ୍ ନାଇ ?”
କାଇକେବଇଲେ ପାଁଚ୍ଟା ରୁଟିର୍ ଗଟ୍ନାଇଅନି ଜିସୁ କେ ବଲି ବୁଜି ନ ରଇଲାଇଜେ ସେମନର୍ ବୁଦି ଗୁପିଜାଇରଇଲା ।
ଜିସୁ ଗଟେକ୍ ଡେଙ୍ଗ୍ପୁଣ୍ଡା ପୁଣ୍ଡିକରି କଇଲା, “ଏବର୍ ଲକ୍ମନ୍ କାଇକେ କାବା ଅଇବା ଚିନ୍ ମାଙ୍ଗ୍ଲାଇନି ? ମୁଇ ତମ୍କେ ସତ୍ କଇଲିନି, ଆଜିକାଲିର୍ ଏ ଲକ୍ମନ୍କେ କାବା ଅଇବା କାଇ ଚିନ୍ ମିସା ଦେକାଇ ନଏଁ ।”
ସେମନ୍ କାଇ ବିସଇନେଇ କାତାବାର୍ତା ଅଇଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ତମର୍ ଲଗେ ଜେତ୍କି ଦର୍କାର୍ ଆଚେ, ସେତ୍କି ରୁଟିନାଇ ବଲିକରି ତମେ କାଇକେ କାତାବାର୍ତା ଅଇଲାସ୍ନି ? ଏବେଜାକ ତମେ କାଇ ଦେକାସ୍ ନାଇ କି ବୁଜାସ୍ନାଇ ? ତମର୍ ମନ୍ କାଇ ଆଁଟ୍ ଅଇଗାଲା ଆଚେ କି ?
ପଚେ ସେମନ୍ ବେତସାଇଦାଇ ଉଟି ଆଇଲାଇ, ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କାଣାଲକ୍କେ ଜିସୁର୍ ଲଗେ ଆନିକରି ତାକେ ଚିଇକରି ନିକ କର୍ବାକେ କଇଲାଇ ।
ଜିସୁ ସେମନ୍କେ କଇଲା, “ଏ ପର୍ମେସର୍କେ ବିସ୍ବାସ୍ ନ ରଇବା ଆଜିକାଲିର୍ ଲକ୍ମନ୍, ତମେ ବିସ୍ବାସ୍ କର୍ବାକେ ଆରି କେତେ ଦିନ୍ ମୁଇ ତମର୍ ସଙ୍ଗ୍ ରଇବାର୍ ଆଚେ ? ଆରି କେତେଦିନ୍ ମୁଇ ସାଆସ୍ ଦାରି ତମର୍ ସଙ୍ଗ୍ ରଇବାର୍ ଆଚେ ? ସେ ପିଲାକେ ମର୍ଲଗେ ଆନା ।”
ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି ?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି ?
ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
ମୁଇ ତମ୍କେ ଲାଜ୍କରାଇବାକେ ଏ କାତା ଲେକିଆଚି । ବିସ୍ବାସି ବାଇ ବାଇ ବିତ୍ରେ କିରମାର ଅଇଲାଟା ରାଜିନାମା କର୍ବାକେ ସତଇସେ ତମର୍ ବିତ୍ରେ ଗଟେକ୍ ମିସା ବୁଦି ରଇଲା ଲକ୍ ନାଇ କି ?