24 ସେ ଚାରିବେଡ୍ତି ଦେକିକରି କଇଲା, “ମୁଇ ଲକ୍ମନ୍ ଇଣ୍ଡ୍ବାଟା ଦେକିପାର୍ଲିନି, ମାତର୍ ସେମନ୍ ଗଚ୍ପାରା ଡିସ୍ଲାଇନି” ବଲିକରି କଇଲା ।
ଜିସୁ ତାକେ ଆତେଦାରି ଗାଉଁ ବାଇରେ ଡାକିନେଲା, ଆରି ତୁକିକରି ତାର୍ ଲାଲ୍ ସେ କାଣାର୍ ଆଁକିତେଇ ଲାଗାଇଲା । ତାର୍ମୁଣ୍ଡେ ଆତ୍ ସଙ୍ଗଇକରି “ତୁଇ ଅଲପ୍ ମିସା ଦେକି ପାର୍ଲୁସ୍ନି କି ?” ବଲି ପାଚାର୍ଲା ।
ଜିସୁ ଆରିତରେକ୍ ସେ କାଣାଲକର୍ ଆଁକିତେଇ ଆତ୍ସଙ୍ଗ୍ ଚିଇଲା । ସେଦାପ୍ରେ ଅନି ତାର୍ ଆଁକି ନିମାନ୍ ଅଇଗାଲା ଆରି ପୁରାପୁରୁନ୍ ନିମାନ୍ ଦେକିପାର୍ଲା ।