25 ଜିସୁ ଆରିତରେକ୍ ସେ କାଣାଲକର୍ ଆଁକିତେଇ ଆତ୍ସଙ୍ଗ୍ ଚିଇଲା । ସେଦାପ୍ରେ ଅନି ତାର୍ ଆଁକି ନିମାନ୍ ଅଇଗାଲା ଆରି ପୁରାପୁରୁନ୍ ନିମାନ୍ ଦେକିପାର୍ଲା ।
ଜାକେ ଆଚେ, ତାକେ ଦିଆଅଇସି । ତେଇଅନି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ମିସା ନିଆଅଇସି ।”
ସେ ଚାରିବେଡ୍ତି ଦେକିକରି କଇଲା, “ମୁଇ ଲକ୍ମନ୍ ଇଣ୍ଡ୍ବାଟା ଦେକିପାର୍ଲିନି, ମାତର୍ ସେମନ୍ ଗଚ୍ପାରା ଡିସ୍ଲାଇନି” ବଲିକରି କଇଲା ।
ଆରି ଜିସୁ ତାକେ କଇଲା, “ଏବେ ତୁଇ ଗାଏଁ ନ ଜାଆ, ମାତର୍ ତର୍ ନିଜର୍ ଗରେ ଉଟିଜା” ବଲିକରି ପାଟାଇଦେଲା ।
ସେ ସର୍ଗେ ଗାଲାପଚେ ମିସା ସେମନ୍ ଆଁକି ମରାଇକରି ଉପ୍ରେ ସେ ଦେକ୍ତେ ରଇଲାଇ । ସେଡ୍କିବେଲେ ଏଦେ ଦେକା ! ଦବ୍ ପଚିଆ ପିନ୍ଦ୍ଲା ଦୁଇ ଲକ୍, ସେମନର୍ ମୁଆଟେ ଆସି ଟିଆଅଇଲାଇ ।
ତେଇ ବସି, ସେ ପାଉଲର୍ ସିକିଆ ସୁନ୍ତେ ରଇଲା । ତାର୍ ମନେ ବିସ୍ବାସ୍ ଅଇଲାଆଚେ ଆରି ସେ ନିମାନ୍ ଅଇପାର୍ସି ବଲି ପାଉଲ୍ ଜାନି ପାର୍ଲା । ସେଟାର୍ ପାଇ ତାର୍ବାଟେ ତିରିଆଇ ଦେକି,
ପର୍ମେସର୍ ଜେକି ତମର୍ ମନ୍ ବିତ୍ରେ କାମ୍ କର୍ବାକେ ଆରାମ୍କରିଆଚେ, ଜିସୁକିରିସ୍ଟ ବାଉଡିଆଇବା ଜାକ, ସେଟା କରି ସାରାଇସି ।
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
ମାତର୍ ଆମର୍ ମାପ୍ରୁ ଆରି ଉଦାର୍ କର୍ବା ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା ଆରି ଗିଆନ୍ ସଙ୍ଗ୍ ଅଦିକ୍ ଅଦିକ୍ ବଡା । ଏବେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ସେ ଡାକ୍ପୁଟା ପାଅ । ଆମେନ୍ ।