32 ଏ ସବୁ ବିସଇର୍ କାତା ଜିସୁ ତାର୍ ସିସ୍ମନ୍କେ କାଇଟାମିସା ନ ଲୁଚାଇକରି କୁଲାକୁଲି ବାବେ କଇଦେଲା । ସେ ବେଲା ପିତର୍ ଜିସୁକେ ଅଁତ୍ରେ ଡାକିନେଇକରି କଇଲା, “ତମେ କଇବା କାତା ସବୁ ସେନ୍ତି ନ ଅ ।”
ପିତର୍ ଜିସୁକେ ଅଁତ୍ରେ ଡାକିନେଇ ସେନ୍ତି ନ ଅ ବଲି ଦମ୍କାଇଲା । “ପର୍ମେସର୍ ତମ୍କେ କାଇଟା ନ କର, ମାପ୍ରୁ, ତମ୍କେ ଏ ସବୁ କେବେ ମିସା ନଅ ।”
ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, “ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ ?”
ମାତର୍ ମାର୍ତାକେ ବେସି ପାଇଟି ରଇଲାଜେ ଦାନ୍ଦା ଅଇଜାଇତେ ରଇଲା । ତେବର୍ପାଇ ସେ ଜିସୁର୍ଲଗେ ଆସି କଇଲା, “ଏ ମାପ୍ରୁ, ମର୍ ବଇନି ଗରର୍ ସବୁ ପାଇଟି ମକେ ସେ କରାଇଲାନି, ସେବାଟେ କାଇ ତମର୍ ମନ୍ ନାଇ କି ? ସେଟାର୍ପାଇ ତାକେ କୁଆ, ସେ ମକେ ଆସି ସାଇଜ କର ।”
ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।