ମାର୍କ 8:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ତାର୍ପଚେ ଜିସୁ ସିସ୍ମନ୍କେ ଆରି ଲକ୍ମନ୍କେ ତାର୍ଲଗେ ଡାକିକରି କଇଲାଇ “କେ ମର୍ ସିସ୍ ଅଇବାକେ ମନ୍ କଲାନି ବଇଲେ, ସେ ତାର୍ ନିଜର୍ ମନ୍ କଲାଟା ଚାଡିଦେଇକରି କୁର୍ସତେଇ ମର୍ବା ଲକ୍ମନ୍ ପାଇବା ଦୁକ୍ କସ୍ଟ ପାରା ଦୁକ୍ କସ୍ଟ ପାଇବାକେ, ତିଆର୍ ଅଇକରି ମର୍ସଙ୍ଗ୍ ଆଇବାର୍ ଆଚେ । အခန်းကိုကြည့်ပါ။ |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।