ମାର୍କ 8:35 - ସତିଅର୍ ବାଟ୍ ନୁଆ ନିୟମ୍ 202035 ମାତର୍ କେ ନିଜର୍ ଜିବନ୍ ରକିଆ କର୍ବାକେ ମନ୍ କର୍ସି, ସେ ସେଟା ଆରାଇସି, ମାତର୍ ଜେ ମର୍ ଲାଗି ଆରି ସୁବ୍କବର୍ ଜାନାଇବାକେ ତାର୍ ଜିବନ ଆରାଇସି ବଇଲେ, ସେ ତାର୍ ଜିବନ୍ ରକିଆ କର୍ସି । အခန်းကိုကြည့်ပါ။ |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।