ମାର୍କ 8:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 ପର୍ମେସର୍କେ ଚାଡିକରି ରଇବା ଏ କାରାପ୍ ଦୁନିଆଇ, ଲକ୍ମନ୍ ଜଦି ମର୍ ଲାଗି ଆରି ମର୍ କାତାର୍ ଲାଗି ଲାଜ୍ ଅଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ମିସା ମର୍ ବାବାର୍ ବେସି ଉଜଲ୍ ଆରି ଡାକ୍ପୁଟା ସଙ୍ଗ୍ ଆରି ସରଗର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇଲାବେଲେ, ସେମନ୍କେ ମର୍ଲକ୍ମନ୍ ବଲି କଇବାକେ ମୁଇ ମିସା ଲାଜ୍ ଅଇବି ।” အခန်းကိုကြည့်ပါ။ |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।