7 ସେମନର୍ ଲଗେ ଜଡେକ୍ ପାରା କେତେଟା ସାନ୍ ମାଚ୍ ରଇଲା, ସେଟା ମିସା ସେ ପର୍ମେସର୍କେ ଦନିଅବାଦ୍ ଦେଇ ବାଟାକର୍ବାକେ କଇଲା ।
ଜିସୁ ସବୁଲକ୍କେ ଗାଁସ୍ ଉପ୍ରେ ବସାଇବାକେ କଇଲା । ସେ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ରୁଟି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସବୁଲକ୍କେ ବାଟାକରି ଦେଲାଇ ।
ତେଇ ଜିସୁ ସେ ସବୁ ଲକ୍ମନ୍କେ ବୁଏଁ ବସ୍ବାକେ କଇଲା, ଆରି ସେ ସାତ୍ଟା ରୁଟି ଦାରିକରି ପର୍ମେସର୍କେ ଦନିଅବାଦ୍ ଦେଇ ସେଟା ସବୁ ବାଙ୍ଗାଇକରି ବାଟାକରିଦେବାକେ ତାର୍ ସିସ୍ମନ୍କେ ଦେଲା । ଆରି ସେମନ୍ ଲକ୍ମନ୍କେ ସେଟା ବାଟାକଲାଇ ।
“ଆରି କାଇକେ ତମର୍ ବାଇର୍ ଆଁକିଟାନେ ରଇବା ସାନ୍ କାଚ୍ରା ଦେକ୍ଲାସ୍ନି ? ମାତର୍ ତମର୍ ନିଜର୍ ଆଁକିଟାନେ ଜନ୍ ବଡ୍ କାଚ୍ରା ଆଚେ, ସେଟା ବାବିଦେକାସ୍ନାଇ ।
ଜିସୁ ସେମନ୍କେ ପାଚାର୍ଲା, “ଏ ମଇତର୍ମନ୍ ତମେ ଜଡେକ୍ ମିସା ମାଚ୍ ଦାରାସ୍ ନାଇ କି ?” ସେମନ୍ “ମୁଲ୍କେ ଦାରୁ ନାଇ ।” ବଲି କଇଲାଇ ।