1 ଆରିତରେକ୍ ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କାତା କଇଲିନି । ସେଟାର୍ପାଇ ସୁନା, ଏବେ ଇତି ରଇବା କେତେ ଲକ୍ମନ୍, ପର୍ମେସର୍ ରାଜା ଅଇକରି ତାର୍ ରାଇଜ୍ ସାସନ୍ କର୍ବାଟା ନ ଦେକ୍ବା ଜାକ ନ ମରାସ୍ ।
ମୁଇ ତମ୍କେ ସତ୍ କଇଲିନି, ନର୍ପିଲା ମୁଇ ମର୍ ରାଇଜେ ରାଜା ଅଇ ଆଇବା ଜାକ, ଇତି ରଇଲା କେତେ ଲକ୍ ନ ମରତ୍ ।”
ତାର୍ ପଚେ ନରପିଲା ମୁଇ ବାଦ୍ଲେ ଆଇବାଟା ଦେକ୍ସା । ଆରି ଡାକ୍ପୁଟାଅଇ ପାନି ବାଦ୍ଲେ ବପୁ ସଙ୍ଗ୍ ଆଇବାଟା ଦେକି ଦର୍ତନିର୍ ଲକ୍ମନ୍ କାନ୍ଦାବୁବା ଅଇଜିବାଇ ।
ଜେଡେବେଲା ନର୍ପିଲା ମୁଇ ରାଜାଅଇ ମର୍ ସରଗର୍ ଦୁତ୍ମନର୍ ସଙ୍ଗ୍ ଆଇବି, ଆରି ମର୍ ଡାକ୍ପୁଟା ବସ୍ବା ଜାଗାଇ ବସ୍ବି,
“ସେବେଲା ନର୍ପିଲା ମୁଇ, ବେସି ବପୁତେଇ ଆରି ଡାକ୍ପୁଟା ସଙ୍ଗ୍ ବାଦଲ୍ଟାନେ ଆଇବାଟା ଲକ୍ମନ୍ ଦେକ୍ବାଇ ।
ମୁଇ ତମ୍କେ ସତ୍କାତା କଇଲିନି, ଏ ଗଟ୍ନା ନ ଅଇବାଜାକ, ଏବେ ରଇଲା ଲକ୍ମନ୍ ନ ମରତ୍ ।
ସୁକଲ୍ ଆତ୍ମା ତାକେ ଜାନାଇଦେଇରଇଲା ଜେ, ପର୍ମେସର୍ ପାଟାଇରଇବା ଉଦାର୍କାରିଆର୍ ଦର୍ସନ୍ ନ ମିଲ୍ବାଜାକ ତାର୍ ମରନ୍ ନ ଅଏ ।
ମୁଇ ତମ୍କେ କଇଲିନି ପର୍ମେସରର୍ ରାଇଜ୍ ନ ଆଇବା ଜାକ, ଏ ରସ୍ କେବେ ମିସା ନ କାଇ ।”
ଆରି ତମେ ମର୍ ରାଇଜେ ମର୍ସଙ୍ଗ୍ ବସି କାଆପିଆ କର୍ସା । ରାଜ୍ଗାଦି ବସି ଇସ୍ରାଏଲର୍ ବାରଟା ଜାତିର୍ ଲକ୍ମନ୍କେ ସାସନ୍ କର୍ସା ।”
ମାତର୍ ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ରାଇଜ୍ ନ ଦେକ୍ବାଜାକ ଇତି ଟିଆଅଇରଇବା ଲକ୍ମନର୍ ବିତ୍ରେଅନି କେତେଲକ୍, ପର୍ମେସରର୍ ରାଇଜ୍ ଦେକ୍ବାଇ ।”
ତେବେ ଜିସୁ ଜନ୍ ସିସ୍କେ ଆଲାଦ୍ କର୍ତେ ରଇଲା, ସେ ନ ମରେ ବଲି କଇରଇଲା ବିସଇ ଗୁଲାଇ ବାଟର୍ ବିସ୍ବାସ୍ କର୍ବା ବାଇମନର୍ତେଇ କେଟ୍ଲା । ମାତର୍ ସେ ନ ମରେ ବଲି ଜିସୁ କଇ ନ ରଇଲା । ମୁଇ ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚିକରି ରଅ ବଲି ମୁଇ ଜଦି ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ବଲି କଇରଇଲା ।
ଆମେ ଦେକ୍ଲୁନି, ଜିସୁ କେନ୍ତି ଚନେକର୍ପାଇ ସରଗର୍ ଦୁତ୍ମନର୍ ଟାନେଅନି ତଲେ ଅଇରଇଲା । ଆରି ଜେନ୍ତିକି ସେ ପର୍ମେସରର୍ ଦୟା ପାଇକରି ସବୁଲକର୍ ପାଇ ଜନ୍ ଦୁକ୍ କସ୍ଟ ପାଇକରି ମଲା, ସେ ମରନର୍ ଲାଗି ଏବେ ଆମେ ତାକେ ମଇମା ଆରି ଡାକ୍ପୁଟା ଅଇଲାଟା ଦେକ୍ଲୁନି ।