ମାର୍କ 9:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେଟାର୍ପାଇ ପର୍ବତ୍ ଉପ୍ରେ ଜାଇଟା ସେମନ୍ ଦେକ୍ଲାଇ, ସେ ବିସଇ କାକେମିସା କଅତ୍ ନାଇ । ମାତର୍ ମଲାଟାନେଅନି ଆରିତରେକ୍ ଉଟ୍ବା ଅରତ୍ କାଇଟା ବଲିକରି ସେମନ୍ କାତାବାର୍ତା ଅଇତେରଇଲାଇ । အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।