ମାର୍କ 9:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜିସୁ ତାର୍ ସିସ୍ମନ୍କେ କଇଲା, “ଉଁ ପର୍ମେସରର୍ ବଇତେଇ ଏଲିୟ ଆଗ୍ତୁ ଆଇସି ବଲି ଲେକା ଅଇଲାକାତା ସତ୍ସେ । ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ଟିକ୍ କର୍ସି, ମାତର୍ ପର୍ମେସର୍ ଅନି ଆସିରଇବା ନର୍ପିଲା ମୁଇ ବେସି ବେସି କସ୍ଟ ପାଇବି ଆରି ଲକ୍ମନ୍ ମକେ ନ ନାମତ୍ ବଲି ମିସା କାଇ ପର୍ମେସରର୍ ବଇଟାନେ ଲେକା ଅଏନାଇ କି ? အခန်းကိုကြည့်ပါ။ |