16 ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା, “ତମେ ନିୟମ୍ ସିକାଇବା ଲକ୍, ମର୍ ସିସ୍ମନର୍ ସଙ୍ଗ୍ କାଇ ବିସଇନେଇ ଦଦାପେଲା ଅଇତେରଇଲାସ୍ ?”
ପଚେ ପାରୁସିମନ୍ ବାରଇ ଆସି ଜିସୁର୍ ସଙ୍ଗ୍ ଦଦାପେଲା ଅଇବାର୍ ଦାର୍ଲାଇ । ତାକେ ପରିକା କର୍ବାକେ ପାନ୍ଦେ ପାକାଉଁ ବଲି ମନ୍କରି, ସେ ଜେ ପର୍ମେସର୍ଟାନେଅନି ଆସିଆଚେ, ଏଟା ଦେକାଇବାକେ ଆକାସେଅନି ଗଟେକ୍ କାବାଅଇଜିବା ଚିନ୍ ଦେକାଆ ବଲି କଇଲାଇ ।
ଲକ୍ମନ୍ ଜେଡେବେଲ୍ ଜିସୁ ତେଇ ଆଇବାଟା ଦେକ୍ଲାଇ, ସାର୍ଦାରେ କାବା ଅଇଗାଲାଇ ଆରି ଜିସୁକେ ଦୁକ୍ ସୁକ୍ ପାଚାର୍ବାକେ ତାର୍ଲଗେ ପାଲାଇ ଆସି ଜୁଆର୍ କର୍ବାର୍ ଦାର୍ଲାଇ ।
ସେ ମାନ୍ଦା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଡାକି କଇଲା, “ଏ ଗୁରୁ, ମୁଇ ମର୍ ପିଲାକେ ନିକ କର୍ବାକେ ତମର୍ ଟାନେ ଆନିରଇଲି । ତାର୍ ବିତ୍ରେ ଗଟେକ୍ କାରାପ୍ ଆତ୍ମା ପୁରିକରି ତାକେ କାତା ଅଇବାକେ ଦେଏ ନାଇ ।