ମାର୍କ 9:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ସେ କରାପ୍ ଆତ୍ମା ପିଲାକେ ଦାର୍ଲାବେଲେ, ତାକେ ମଡିକରି ଅଦ୍ରାଇଦେଲାନି ଆରି ତାର୍ ଟଣ୍ଡେଅନି ପେପୁଲ୍ ବାରଇଲାନି ଆରି ସେ ଦାତ୍ କାତର୍ସି । ଆରି ତାର୍ ଗାଗଡ୍ ସିଦା ଅଇଜାଇସି । ମୁଇ ତାର୍ତେଇ ଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଇ ବଲି ତମର୍ ସିସ୍ମନର୍ ଲଗେ ଆନିରଇଲି । ମାତର୍ ତମର୍ ସିସ୍ମନ୍ ନାପାର୍ଲାଇ ।” အခန်းကိုကြည့်ပါ။ |
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।