ମାର୍କ 9:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଆରି ଲକ୍ମନ୍ ସେ ପିଲାକେ ଜିସୁର୍ଲଗେ ଆନ୍ଲାଇ । ସେ କରାପ୍ ଆତ୍ମା ଜିସୁକେ ଦେକ୍ଲା ଦାପ୍ରେ ପିଲାକେ ତଲେ ମଡିକରି ଅଦ୍ରାଇଲା । ଆରି ଗୁଣ୍ଡ୍ଲି ଗୁଣ୍ଡ୍ଲି କରି ତାର୍ ଟଣ୍ଡେଅନି ପେପୁଲ୍ ବାରଇ ଜାଇତେରଇଲା । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।