22 ଆରି ସେ କଇଲା, “ସେ କାରାପ୍ ଆତ୍ମା ପିଲାକେ ମରାଇବାକେ ବେସିତର୍ ପାନିଟାନେ ଆରି ଜଇଟାନେ ମଡିକରି ଅଦ୍ରାଇ ଆଚେ । ମାତର୍ ତୁଇ ଜଦି କାଇଟା କର୍ବାକେ ପାରୁସ୍ ବଇଲେ ଆମର୍ ପାଇ ଦୟାକରି ସାଇଜ କର୍ ।”
ଜିସୁ ସେ ଦାପ୍ରେ, ଆତ୍ ଲାମାଇକରି ତାକେ ଦାରିକରି କଇଲା, “ଏ ଅଲପ୍ ବିସ୍ବାସ୍ କରୁ, କାଇକେ ଦୁଇମନିଆ ଅଇଲୁସ୍ନି ?”
“ମାପ୍ରୁ, ମର୍ ପିଲାକେ ଦୟା କରା । ମୁର୍ଚା ବେମାର୍ ଲାଗି କସ୍ଟ ପାଇଲାନି । ସେ ବେସି ତର୍ ଜଇତେଇ ଆରି ପାନିତେଇ ଅଦ୍ରି ଦେଲାନି ।
ଜିସୁ ସେମନର୍ ପାଇ ଦୟା ଅଇ, ତାକର୍ ଆଁକି ଚିଇଲା । ସେ ଦାପ୍ରେସେ ସେମନ୍ ଦେକିପାର୍ଲାଇ ଆରି ଜିସୁର୍ ପଚେ ପଚେ ଗାଲାଇ ।
ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।”
ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି ?” ସେମନ୍ କଇଲାଇ “ଉଁ ମାପ୍ରୁ ।”
ମାତର୍ ଜିସୁ ତାକେ ତେବାଇକରି କଇଲା, “ତମର୍ ଗରେ, ତମର୍ ନିଜର୍ ଲକ୍ମନର୍ ଟାନେ ଜା, ଆରି ପର୍ମେସର୍ ତର୍ପାଇ ଜନ୍ ବଡ୍ କାମ୍ କଲା ଆଚେ ଆରି ତକେ ଜନ୍ ଦୟା ଦେକାଇ ଆଚେ, ସେଟା ସବୁ ସେମନ୍କେ ଜାନାଇଦେସ୍ ।”
ଜିସୁ ସେ ପିଲାର୍ ବାବାକେ ପାଚାର୍ଲା, “ଏ ପିଲା ଏନ୍ତି ଅଇ କେତେଦିନ୍ ଅଇଲା ?” ପିଲାର୍ ବାବା କଇଲା, “ ସାନ୍ବେଲେଅନି ” ବଲି ।
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”