ମାର୍କ 9:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।” အခန်းကိုကြည့်ပါ။ |