26 ଆରି କାରାପ୍ ଆତ୍ମା ବେସି ଆଉଲିଅଇକରି ପିଲାକେ ମଡିକରି ଅଦ୍ରାଇ, ତାର୍ଟାନେଅନି ବାରଇଗାଲା । ଆରି ପିଲା ମରିଗାଲା ଲକର୍ ପାରା ଡିସ୍ଲା, ଏନ୍ତିକି କେତେକ୍ ଲକ୍ମନ୍ “ସେ ମରିଗାଲା ।” ବଲିକରି କଇଲାଇ ।
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ସେଡ୍କି ବେଲେ ଡୁମା ତାକେ ମଡିପିଙ୍ଗି ବେସି କିର୍କିରି କରି ତାର୍ଲଗେ ଅନି ବାରଇଗାଲା ।
ସେ କରାପ୍ ଆତ୍ମା ପିଲାକେ ଦାର୍ଲାବେଲେ, ତାକେ ମଡିକରି ଅଦ୍ରାଇଦେଲାନି ଆରି ତାର୍ ଟଣ୍ଡେଅନି ପେପୁଲ୍ ବାରଇଲାନି ଆରି ସେ ଦାତ୍ କାତର୍ସି । ଆରି ତାର୍ ଗାଗଡ୍ ସିଦା ଅଇଜାଇସି । ମୁଇ ତାର୍ତେଇ ଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଇ ବଲି ତମର୍ ସିସ୍ମନର୍ ଲଗେ ଆନିରଇଲି । ମାତର୍ ତମର୍ ସିସ୍ମନ୍ ନାପାର୍ଲାଇ ।”
ଆରି ଲକ୍ମନ୍ ସେ ପିଲାକେ ଜିସୁର୍ଲଗେ ଆନ୍ଲାଇ । ସେ କରାପ୍ ଆତ୍ମା ଜିସୁକେ ଦେକ୍ଲା ଦାପ୍ରେ ପିଲାକେ ତଲେ ମଡିକରି ଅଦ୍ରାଇଲା । ଆରି ଗୁଣ୍ଡ୍ଲି ଗୁଣ୍ଡ୍ଲି କରି ତାର୍ ଟଣ୍ଡେଅନି ପେପୁଲ୍ ବାରଇ ଜାଇତେରଇଲା ।
ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।”
ମାତର୍ ଜିସୁ ସେ ପିଲାକେ ଆତେଦାରି ଉଟାଇକରି ତାକେ ଟିଆ କରାଇଲାକେ ସେ ଟିଆଅଇଲା ।
ତେବର୍ପାଇ, ତମେ ସର୍ଗେ ରଇବା ଜେତ୍କି ଲକ୍ ସାର୍ଦା ଉଆ । ମାତର୍ ଦର୍ତନିତେଇ ଆରି ସମ୍ଦୁରେ ରଇବା ଲକ୍ମନ୍ ତମର୍ପାଇ କେଡେ ଇନସ୍ତାର୍ ଦିନ୍ ଆଇସି । କାଇକେବଇଲେ ତମର୍ ବିତ୍ରେ ସଇତାନ୍ ଉତ୍ରି ଆଇଲାଆଚେ । ସେ ବେସି ରିସାଅଇଆଚେ । କାଇକେବଇଲେ ସେ ଏବେ ବେଲା ଚନେକ୍ସେ ଆଚେବଲି ଜାନିଆଚେ ।