34 ମାତର୍ ତାର୍ ସିସ୍ମନ୍ ଚିମ୍ରା ଅଇଦେଲାଇ । କାଇକେବଇଲେ ସେମନ୍ ବାଟେ, ଆମର୍ ବିତ୍ରେ ସବୁର୍ଟାନେଅନି କେ ବଡ୍ ବଲି ଦଦାପେଲା ଅଇତେରଇଲାଇ ।
ସେମନ୍ ନିଜର୍ ନିଜର୍ ବିତ୍ରେ କୁଆ ବଲା ଅଇଲାଇ, “ଆମେ ରୁଟି ଆନି ନ ରଇଲାର୍ ପାଇ ସେ ଏନ୍ତାରି କଇଲାନି ।”
“ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି ? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
ତମର୍ ନଅରେ ରଇବା ମଣ୍ଡଲିର୍ ଲକ୍ମନ୍କେ ମୁଇ ଆଗ୍ତୁ ଗଟେକ୍ ଚିଟି ଲେକିରଇଲି । ମାତର୍ ଡାୟଟେପିସ୍ ମର୍ କାତା ଦାରେନାଇ । କାଇକେବଇଲେ ସେ ନିଜେ ମଣ୍ଡଲିର୍ ନେତା ଅଇବି ବଲି ମନ୍କଲାନି ।