ମାର୍କ 9:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଆରି ମସାର୍ ସଙ୍ଗ୍ ଏଲିୟ ଆରି ଜିସୁ ମିସ୍ତେ କାତାବାର୍ତା ଅଇବାଟା ସେମନ୍କେ ଡିସ୍ଲା । အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”