40 କାଇକେବଇଲେ ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ ।
ଜେ ମର୍ ବାଟେ ନ ରଏ, ବାଇଦରେ ସେ ମର୍ ବିରୁଦେ ଆଚେ । ଆରି ଜେ ମର୍ ସଙ୍ଗ୍ ମିସିକରି ନ ଟୁଲିଆଏ, ସେ ବିଚିଦେଲାନି ।
ମାତର୍ ଜିସୁ କଇଲା, “ତାକେ ଏନ୍ତି ନ କର୍ ବଲି ତେବାଆ ନାଇ କାଇକେବଇଲେ, ମର୍ ନାଉଁର୍ ବପୁ ପାଇକରି କାବା ଅଇଜିବା କାମ୍ମନ୍ କରିପାର୍ବା ଲକ୍, ମର୍ ବିରୁଦେ କାରାପ୍ କାତା ନ କଏ ।
“ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ । ଜେ ମର୍ ସଙ୍ଗ୍ କୁଡାଏନାଇ, ସେ ବିଚିପାକାଇସି ।”