ମାର୍କ 9:42 - ସତିଅର୍ ବାଟ୍ ନୁଆ ନିୟମ୍ 202042 ଜିସୁ କଇବାର୍ ଦାର୍ଲା “ଜଦି କେ ମର୍ତେଇ ବିସ୍ବାସ୍ କରିରଇବା ଗଟେକ୍ ଲକ୍କେ, ସେ କରିରଇବା ବିସ୍ବାସ୍ ଚାଡିଦେବାକେ ପାପ୍କାମ୍ କରାଇଲାଇନି ବଇଲେ, ସେ ଲକର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ପିଙ୍ଗିଦେବାଟା ତାର୍ପାଇ ନିକ ଅଇତା । အခန်းကိုကြည့်ပါ။ |