46 କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।
ଜଦି ତମର୍ ପାଦ୍ ତମ୍କେ ପାପ୍କାମ୍ କରାଇଲାନି ବଇଲେ, ସେ ପାଦ୍ କାଟି ପିଙ୍ଗିଦିଆସ୍ । ଜଡେକ୍ ପାଦ୍ ରଇକରି ନର୍କେ ପେଲାଇଅଇବା ବାଦୁଲେ ଚଟା ଅଇକରି ସର୍ଗେ କେଟ୍ବାଟା ତମର୍ପାଇ ନିକଅଇସି ।
ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ, ସେ ଆଁକି ବେଟି ପିଙ୍ଗିଦିଆସ୍ । କାଇକେବଇଲେ ଜଡେକ୍ ଆଁକି ରଇ ନର୍କେ ପେଲାଇଅଇବା ବାଦୁଲେ, ଗଟେକ୍ ଆଁକି ରଇକରି ସରଗ୍ ରାଇଜେ କେଟ୍ବାଟା ତମର୍ପାଇ ନିକରଇସି ।
ସେ ଆଉଲି ଅଇ କଇଲା, “ଏ ବାବା ଅବ୍ରାଆମ୍, ମକେ ଦୟା କର୍ । ଲାଜାର୍କେ ମର ଲଗେ ପାଟାଇଦେସ୍ । ସେ ଆସିକରି ନିଜର୍ ଆଙ୍ଗ୍ଟି ସଙ୍ଗ୍ ପାନି ଦେଇ, ମର୍ ଜିବ୍ କାକର୍ କର । କାଇକେ ବଇଲେ ମୁଇ ଏ ନରକ୍ପୁରର୍ ଜଇଲଗେ ବେସି କସ୍ଟ ପାଇଲିନି ।”