49 “ଜେନ୍ତିକି ସୁନା ଜଇଟାନେ ପଡାଇକରି ନିର୍ମଲ୍ କଲାପାରା ସବୁ ଲକ୍ମନ୍କେ ଜଇସଙ୍ଗ୍ ନିର୍ମଲ୍ କର୍ବାଇ ।”
“ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି ? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।”
କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।”
“ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି ? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।