6 ପିତର୍ କଇବା ବିସଇ କାଇଟା ବଲି ନିଜେ ନାଜାନି ରଇଲା । କାଇକେବଇଲେ ସେମନ୍ ବେସି ଡରିଜାଇରଇଲାଇ ।
ତେଇ ପିତର୍ ଜିସୁକେ କଇଲା, “ଏ ଗୁରୁ ଆମେ ଇତି ରଇବାଟା ନିକ । ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ ପାଇ ଗଟେକ୍ ।”
ଆରି ସେମନ୍କେ ମେଗର୍ ଚାଇ ଡାବିଅଇଦେଲା । ସେ ମେଗେଅନି ଏନ୍ତାରି କାତା ଅଇଲା, “ଏ ମର୍ ଆଲାଦର୍ ପ, ଆର୍ କାତା ସୁନା ।”
ମସା ଆରି ଏଲିୟ ବାରଇ ଜିବା ବେଲେ ପିତର୍ ଜିସୁକେ କଇବାର୍ ଦାର୍ଲା, “ଏ ଗୁରୁ, ଆମେ ତା ଏ ଜାଗାଇ ଆଚୁ, ଏଟା ନିକ ଜାଗା, ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ପାଇ ଗଟେକ୍ ।” ମାତର୍ ସେ କାଇଟା କଇଲାନି, ସେଟା ସେ ଜାନିନାପାର୍ଲା ।
ତାକେ ଦେକିକରି ମୁଇ ମଲାପାରା ଅଇକରି ତାର୍ ପାଦ୍ତଲେ ଅଦ୍ରି ଗାଲି । ତାର୍ ପଚେ ସେ ମର୍ ଉପ୍ରେ ତାର୍ ଉଜା ଆତ୍ ସଙ୍ଗଇ କରି କଇଲା, ଡର୍ନାଇ, ମୁଇସେ ଆରାମ୍ ମୁଇସେ ସେସ୍ ।