ପିଲିମନ୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ୍ ଜେକି ଜିସୁକିରିସ୍ଟର୍ ଲାଗି ବନ୍ଦି ଆଚି । ଆରି ଆମର୍ ବାଇ ତିମତି । ଆମେ ମିସିକରି ଆମର୍ ମଇତର୍ ଆରି ସଙ୍ଗର୍ କାମ୍କରୁ ପିଲିମନ୍କେ ଏ ଚିଟି ଲେକ୍ଲୁନି । အခန်းကိုကြည့်ပါ။ |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।