ପିଲିମନ୍ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଅନିସ୍ମସ୍ ଜେକି କିରିସ୍ଟର୍ ଲାଗି ମର୍ ନିଜର୍ ପଅ ପାରା ଅଇଗାଲା ଆଚେ । ତାର୍ ବାଦୁଲେ ମୁଇ ତକେ ବାବୁଜିଆ କଲିନି । ଆମେ ବନ୍ଦିଗରେ ରଇଲା ବେଲେ, ମୁଇ ତାର୍ ଆତ୍ମା ଇସାବେ ରଇବା ବାବା ପାରା ଅଇଆଚି । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।