22 ଏଟାଚାଡି ମର୍ପାଇ ଗଟେକ୍ ବାକ୍ରା ସାଜାଡି ର । କାଇକେବଇଲେ, ତୁଇ ପାର୍ତନା କଲା ଇସାବେ ମୁଇ ତର୍ଲଗେ ଦାପ୍ରେ କେଟିପାର୍ବି ।
ପାଉଲ୍ ତୁଇ ଡର୍ ନାଇ । ବାଇଦରେ ସମ୍ରାଟର୍ ମୁଆଟେ ତୁଇ ଟିଆ ଅଇସୁଆକା । ପର୍ମେସର୍ ତକେ ଜିବନ୍ ଦୁକାଇଲାଆଚେ । ଜେ କି, ତକେ ଆରି ତର୍ ସଙ୍ଗ୍ ଜାଇତେ ରଇବା ସବୁ ଲକ୍ମନ୍କେ ବଁଚାଇସି ।
ସେମନ୍ ଗଟେକ୍ଦିନ୍ ଟିକ୍ କଲାଇ ଆରି ଟିକ୍ କଲା ଦିନେ ସେମନର୍ ବିତ୍ରେଅନି ବେସି ଲକ୍ ପାଉଲ୍ ରଇବା ଜାଗାଇ ଆଇଲାଇ । ପାଉଲ୍ ସେମନ୍କେ ସାକାଲେଅନି ସଞ୍ଜ୍ଜାକ ପରମେସର୍ ରାଇଜ୍ ବିସଇ ବୁଜାଇଦେଲା ଆରି ମସାର୍ ରିତିନିତି ଆରି ବବିସତ୍ବକ୍ତାମନ୍ ଲେକ୍ଲା ସାସ୍ତରର୍ ବାକିଅ ଦେକାଇକରି ଜିସୁର୍ ବିସଇ ବୁଜାଇଲା ।
ସାରାସାରି ଏବେ ମୁଇ ତମ୍କେ ଦେକ୍ବାକେ ଆସିଅଇସି । ଏସ୍ପେନ୍ ଦେସେ ଜିବା ବାଟେ ତମ୍କେ ଦେକିଆଇବି ବଲି ବାବ୍ଲିଆଚି । ତମର୍ଟାନେ ସାର୍ଦାସଙ୍ଗ୍ କେତେ ବେଲା ବିତାଇଲା ପଚେ ତମର୍ ସାଇଜେ ଏସ୍ପେନ୍ ଦେସେ ଉଟିଜିବି ।
ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି ।
ମୁଇ ମାପ୍ରୁର୍ ଲଗେ ବିସ୍ବାସ୍ କଲିନିଜେ, ମୁଇ ନିଜେ ମିସା ଦାପ୍ରେ ତମ୍କେ ଦେକ୍ବାକେ ଆଇବି ।
ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି ।
ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ ।
ମୁଇ ଦାପ୍ରେ ତମର୍ଟାନେ ଆସିକରି ତମର୍ ମୁଆଟେ ସବୁ କାତା କଇବି ।