23 ଏପାପ୍ରା ଜେକି କିରିସ୍ଟର୍ ଲାଗି ମର୍ସଙ୍ଗ୍ ବନ୍ଦିଅଇଆଚେ, ସେ ତାର୍ ଜୁଆର୍ ଜାନାଇଲାନି ।
ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ ।
ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲା ବିସଇ ଆମର୍ ଆଲାଦର୍ ଗତିଦାଙ୍ଗ୍ଡା ଏପାପରାସ୍ ତମ୍କେ ସିକାଇରଇଲା । ଆମର୍ ବାଦୁଲେ ସେ ବିସ୍ବାସ୍ ରଇକରି କିରିସ୍ଟକେ ସେବାକଲାନି ।
ଆରିସ୍ତାକସ୍ ତାର୍ ଜୁଆର୍ ଜାନାଇଲାନି । ସେ ମର୍ ସଙ୍ଗ୍ ବନ୍ଦିଗରେ ଆଚେ । ବର୍ନବାର୍ ମେଏନାବାଇ ମାର୍କ ମିସା ଜୁଆର୍ ଜାନାଇଲାନି । ମାର୍କର୍ ବିସଇ ତମେ ସୁନିସାରାଇ ଆଚାସ୍ । ସେ ତମର୍ ଲଗେ ଆଇଲେ ତାକେ ଡାକି ନିଆ ।
ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା ।
ମୁଇ ପାଉଲ୍ ଜେକି ଜିସୁକିରିସ୍ଟର୍ ଲାଗି ବନ୍ଦି ଆଚି । ଆରି ଆମର୍ ବାଇ ତିମତି । ଆମେ ମିସିକରି ଆମର୍ ମଇତର୍ ଆରି ସଙ୍ଗର୍ କାମ୍କରୁ ପିଲିମନ୍କେ ଏ ଚିଟି ଲେକ୍ଲୁନି ।
ମାତର୍ ମୁଇ ତକେ ଆଲାଦ୍ କଲିନି, ସେଟାର୍ଲାଗି ଅବ୍କା ବାବୁଜିଆ କର୍ବି । ମୁଇ ପାଉଲ୍ କିରିସ୍ଟ ଜିସୁର୍ ମୁକିଅ କବର୍ନେଉ ଅଇରଇଲେମିସା, ତାର୍ଲାଗି ଏବେ ମୁଇ ବନ୍ଦିଅଇଆଚି ।