3 ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ସବୁଲକ୍କେ ଜିବନ୍ ଦୁକାଇକରି ସାନ୍ତି ଦେଅ ।
ବାଇ ପିଲିମନ୍, ମୁଇ ଜେଡେବେଲେ ମିସା ପାର୍ତନା କର୍ବା ବେଲେ, ତକେ ଏତାଇକରି ପର୍ମେସର୍କେ ଦନିଅବାଦ୍ ଦେଲିନି ।