4 ବାଇ ପିଲିମନ୍, ମୁଇ ଜେଡେବେଲେ ମିସା ପାର୍ତନା କର୍ବା ବେଲେ, ତକେ ଏତାଇକରି ପର୍ମେସର୍କେ ଦନିଅବାଦ୍ ଦେଲିନି ।
ମୁଇ ତମ୍କେ ପର୍ତମେ ଏ ବିସଇ କଇବାକେ ମନ୍ କରି ରଇଲିଜେ, ତମର୍ ସବୁଲକର୍ପାଇ ମୁଇ ମାପ୍ରୁ ଜିସୁର୍ ନାଉଁ ଦାରି ପର୍ମେସର୍କେ ଦନିଅବାଦ୍ ଦେଲିନି । କାଇକେବଇଲେ ଗୁଲାଇ ଜଗତର୍ ଲକ୍, ତମେ ବିସ୍ବାସ୍ କରିରଇବା ବିସଇ ସୁନ୍ଲାଇନି ।
ମୁଇ ପର୍ମେସର୍କେ ତମର୍ପାଇ ଦନିଅବାଦ୍ ଦେଇ ଆଇଲିନି । ମୁଇମିସା ପାର୍ତନା କଲାବେଲେ ତମର୍ପାଇ ପର୍ମେସର୍କେ ଦନିଅବାଦ୍ ଦେବାକେ ପାସ୍ରି ଜାଇ ନାଇ । ମୁଇ ପାର୍ତନା କଲାବେଲେ ତମ୍କେ ଏତାଇଲିନି ।
ମୁଇ ତମ୍କେ ଜେତ୍କିତର୍ ଏତାଇଲିନି, ସେତ୍କିତର୍ ମର୍ ପର୍ମେସର୍କେ ଦନିଅବାଦ୍ ଦେଇତେରଇବି ।
ଆମେ ତମର୍ପାଇ ପାର୍ତନା କଲାବେଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଲୁନି ।
ଆମେ ସବୁବେଲେ ତମର୍ ସବୁ ଲକର୍ପାଇ ପର୍ମେସର୍କେ ଦନିଅବାଦ୍ ଦେଇତେରଇବୁ ଆରି ପାର୍ତନା କଲାବେଲେ ତମର୍ ବିସଇ ସବୁବେଲେ ଜାନାଇତେରଇବୁ ।
ଏ ବାଇବଇନିମନ୍ ତମର୍ପାଇ ଆମେ ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେବା କାତା । ଏଟା ଟିକ୍ ବିସଇ । କାଇକେବଇଲେ ତମର୍ ବିସ୍ବାସ୍ ଅଦିକ୍ ଅଦିକ୍ ଅଇଲାନି । ଆରି ତମର୍ ନିଜର୍ ନିଜର୍ ବିତ୍ରେ ସବୁଲକ୍କେ ଆଲାଦ୍ ବଡିଗାଲାନି ।
ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ମର୍ ଆନିଦାଦିମନ୍ ଜେନ୍ତାର୍ ତାକେ ସେବା କଲାଇ, ସେନ୍ତାରି ମୁଇ ମିସା ତାକେ ସେବା କଲିନି । ମର୍ ବିବେକ୍ ମକେ ଦସ୍ ଦେଏ ନାଇ । ମୁଇ ତର୍ପାଇ ଦିନ୍ରାତି ପାର୍ତନା କଲିନି ।
କାଇକେବଇଲେ ପର୍ମେସରର୍ ଲକର୍ପାଇ ରଇବା ତମର୍ ଆଲାଦ୍ ଆରି ମାପ୍ରୁ ଜିସୁର୍ଟାନେ ରଇବା ତମର୍ ବିସ୍ବାସ୍ ମୁଇ ସୁନିଆଚି ।