ପର୍କାସିତ 1:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।” အခန်းကိုကြည့်ပါ။ |
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”