ପର୍କାସିତ 1:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।