ପର୍କାସିତ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆରି ମକେ ଜେତ୍କି ବିସଇ ଦେକାଇରଇଲା, ମୁଇ ସେଟାମନ୍ ସବୁ ଲେକିଆଚି । ଆରି ଏ ସବୁ ଜିସୁ କିରିସ୍ଟ ଜାନାଇରଇବା ପର୍ମେସରର୍ ସତ୍ ବାକିଅ ବଲି ମୁଇ ଡାଟ୍ ସଙ୍ଗ୍ କଇଲିନି । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।