3 ଏ ବଇ ପଡିକରି ତେଇ ଲେକାଅଇରଇବା ଆଗ୍କେ ଗଟ୍ବା କାତାମନ୍ ବୁଜିକରି ମାନ୍ବା ଲକ୍ମନ୍ କେଡେକ୍ କରମର୍ ଲକ୍ମନ୍ ! କାଇକେବଇଲେ ଏ ସବୁ ବିସଇ ଗଟ୍ବା ବେଲା କେଟ୍ଲା ।
ଦାନିଏଲ୍ ବବିସତ୍ବକ୍ତା ଟିକି ନିକି ଇସାବେ ଲେକିରଇବା ସେ ବାୟାବିକଲର୍ ଦିନ୍ ତମେ ଆରି ତରେକ୍ ଦେକ୍ସା । ସେଟା ସୁକଲ୍ ଜାଗାକେ ଅସୁକଲ୍ କରିଦେଇସି । ଇତିର୍ ଅରତ୍ କାଇଟା, ପଡ୍ଲା ଲକ୍ ବୁଜା ।
ମାତର୍ ଜିସୁ କଇଲା, “ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।”
ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
ରାତି ଦାପ୍ରେ ସାରିଜାଇସିବେ, ସାକାଲ୍ ଅଇବାକେ ଗାଲାନି । ସେଟାର୍ପାଇ ଆସା, ରାତିଆ କରିରଇବା କାରାପ୍ କାମ୍ ସବୁ ଚାଡିକରି, ଉଜ୍ଲେ ଜୁଇଦ୍ କର୍ବା ଆତ୍ଆତିଆର୍ ଦାରୁ ।
ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ ।
ମାତର୍ ଏ ଆଲାଦର୍ ବାଇମନ୍, ମାପ୍ରୁ ଦେକ୍ବା ଇସାବେ, ଗଟେକ୍ ଦିନ୍ଜେ ଅଜାର୍ ବରସ୍ ପାରା, ଆରି ଅଜାର୍ ବରସ୍, ଗଟେକ୍ ଦିନ୍ ପାରା, ଏ ମୁଲିକା ରଇଲା ବିସଇ ତମେ ପାସ୍ରା ନାଇ ।
ଆରି ସେ ମକେ କଇଲା, ଏ ବଇର୍ ଜେତ୍କି ବିସଇ ତକେ ଜାନାଇଅଇଲାଆଚେ, ସେଟା କେ ନାଜାନ୍ଲା ପାରା ଲୁଚାଇ ସଙ୍ଗନାଇ । କାଇକେବଇଲେ ଏ ସବୁ ଗଟ୍ବା ବେଲା ଲଗେଆଚେ ।
ଜିସୁ କଇଲାନି “ସୁନା ମୁଇ ଦାପ୍ରେ ଆଇଲିନି । ଲକ୍ମନ୍ କରିରଇବା କାମ୍ ଇସାବେ ମୁଇ ସେମନ୍କେ ପୁରୁସ୍କାର୍ ଦେବି ।
ଜେ କି ଏ ସବୁ ବିସଇର୍ ପାଇ ସାକି ଦେଇସି, ସେ କଇଲାନି ଉଁ ମୁଇ ଦାପ୍ରେସେ ଆଇଲିନି ! ସେନ୍ତାରିସେ ଅ ବେ ! ମାପ୍ରୁ ଜିସୁ ଆଉ !
ମୁଇ ଦାପ୍ରେ ଆଇଲିନି । ଜନ୍ ସତ୍ ସିକିଆ ତମେ ପାଇଆଚାସ୍, ସେଟା ମାନିକରି ରୁଆ । ଜେନ୍ତାରି କି ତମର୍ ଇନାମ୍ କେ ମିସା ଚରାଇନେଇ ନାପାରତ୍ ।