11 ତାର୍ପଚେ ମକେ କଇଲା, “ସବୁ ରାଜାମନର୍ ବିସଇ, ବାସାମନର୍ ବିସଇ, ବଁସର୍ ବିସଇ, ଆରି ରାଇଜର୍ ବିସଇ, ଏ ସବୁଜାକର୍ ଉପ୍ରେ ପର୍ମେସରର୍ କବର୍ ତୁଇ ଆରିତରେକ୍ ଜାଇ ଜାନାଇବାର୍ ଆଚେ ।”
ତେଇ ମୁଇ ଦୁତର୍ ଟାନେଅନି ସାନ୍ଟା କାଗଜ୍ ନେଲି ଆରି କାଇଲି । ସେଟା ମର୍ ଟଣ୍ଡେ ପାକାଇଲାକେ ମୁ ପାରା ସୁଆଦ୍ ରଇଲା । ମାତର୍ ଗିଲ୍ଲା ପଚେ ପେଟ୍ ବିତ୍ରେ ପିତା ଅଇଗାଲା ।
ତାର୍ପଚେ ମକେ ନାପ୍ବା ଡାଙ୍ଗ୍ ପାରା ଡିସ୍ବା ଡାଙ୍ଗ୍ ଗଟେକ୍ ଦିଆଅଇଲା । “ଜାଆ ଆରି ପର୍ମେସରର୍ ମନ୍ଦିର୍ ଆରି ବେଦି ନାପ୍ । ମନ୍ଦିରେ ପାର୍ତନା କର୍ବା ଲକ୍ମନ୍କେ ଏଜିକରି ଆଉ ।”
ତିନ୍ ଦିନ୍ ଆରି ଅଦା ଦିନର୍ପାଇ ସବୁ ରାଇଜର୍, ସବୁ ଦେସର୍, ସବୁ ବଁସର୍, ସବୁ ଜାତିର୍ ଆରି ସବୁ ବାସାର୍ ଲକ୍ ଦେକ୍ବାଇ । ସେ ମଲା ମଡାମନ୍କେ ତପ୍ବାକେ ସେମନ୍ ରାଜି ନଅତ୍ ।
ତାର୍ପଚେ ମୁଇ ଆରିଗଟେକ୍ ଦୁତ୍କେ ଆକାସେ ଉଡି ଜିବାଟା ଦେକ୍ଲି । ଏ ଜଗତର୍ ସବୁ ରାଇଜେଅନି, ବାସାଇଅନି, ବଁସେଅନି, ଜାତିଅନି ଆଇବା ସବୁ ଲକ୍ମନ୍କେ ଜାନାଇବା ପର୍ମେସରର୍ କେବେ ନ ସାର୍ବା ସୁବ୍କବର୍ ଜାନାଇତେରଇଲା ।
ସେ ସାତ୍ଟା ରାଜାମନର୍ ବିତ୍ରେ ଅନି ପାଁଚଟା ରାଜା ବୁଡିଗାଲାଇ । ଗଟେକ୍ ଏବେ ମିସା ସାସନ୍ କଲାନି । ସାରାସାରିଟା ଏବେଜାକ ଆସେନାଇତା । ସେ ଆଇଲେ ଚନେକର୍ପାଇ ସାସନ୍ କର୍ବାର୍ଆଚେ ।
ଜନ୍ ଦସ୍ଟା ସିଙ୍ଗ୍ ତୁଇ ଦେକିରଇଲୁସ୍, ସେଟା ଅଇଲାନି ଦସ୍ଟା ରାଜା । ସେମନ୍ ଏବେଜାକ ରାଇଜେ ସାସନ୍ କରତ୍ ନାଇତା । ମାତର୍ ପସୁସଙ୍ଗ୍ ରାଜା ଇସାବେ ଗଟେକ୍ ଗଁଟା ସାସନ୍ କର୍ବାକେ ଅଦିକାର୍ ଦିଆଅଇସି ।
ଦୁତ୍ ଏନ୍ତାରି ମିସା ମକେ କଇଲା, ତୁଇ ଜନ୍ ପାନି ଉପ୍ରେ ବେସିଆ ବସିରଇବାଟା ଦେକ୍ଲୁସ୍, ସେଟା ଅଇଲାନି ଏ ଜଗତର୍ ରାଇଜ୍ମନ୍, ଲକ୍ମନ୍, ଜାତିମନ୍ ଆରି ବାସାମନ୍ ।
ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । “ଗୁଡିଆଇଅଇରଇବା କାଗଜ୍ ସିଲ୍ ବାଙ୍ଗାଇକରି ନେବାକେ ତୁଇସେ ପାରୁସ୍ । କାଇକେବଇଲେ ତୁଇ ମରାଇଅଇଲୁସ୍ ଆରି ତର୍ ବଲି ଇସାବ୍ ମରନର୍ ଲାଗି, ସବୁ ବଁସେଅନି, ସବୁବାସାଇଅନି, ସବୁ ରାଇଜେଅନି ଆରି ଲକ୍ମନର୍ ଦଲେଅନି ପର୍ମେସରର୍ ପାଇ ତୁଇ ଲକ୍ମନ୍କେ ଆନ୍ଲୁସ୍ ।