11 ତିନ୍ଦିନ୍ ଆରି ଅଦା ଦିନ୍ ପଚେ ଜିବନ୍ ଦେବା ଗଟେକ୍ ପୁଣ୍ଡା ପର୍ମେସର୍ ଟାନେଅନି ଆସି ତାକର୍ ବିତ୍ରେ ପୁର୍ଲା । ଆରି ଏଦେ ଦେକା ! ସେମନ୍ ଉଟ୍ଲାଇ । ସେମନ୍କେ ଦେକ୍ଲା ଲକ୍ମନ୍ ବେସି ଡରିଗାଲାଇ ।
ଜିରୁସାଲେମର୍ ଗୁଲାଇ ମଣ୍ଡଲିର୍ ଲକ୍ମନ୍ ଆରି ଜେତ୍କି ଲକ୍ ଏ କାତା ସୁନ୍ଲାଇ, ସବୁଲକ୍ ଡରିଗାଲାଇ ।
ଅନନିୟ ଏ କାତା ସୁନ୍ଲା ଦାପ୍ରେ ତଲେ ଆପ୍ଟି ଅଇ ଅଦ୍ରି ମରିଗାଲା । ଜନ୍ ଲକ୍ମନ୍ ଏ କାତା ସୁନ୍ଲାଇ ସେମନ୍ ସବୁଲକ୍ ବେସି ଡରିଗାଲାଇ ।
ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
ସେଡ୍କିବେଲେ, ଏଦେ ଦେକା ! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
ତିନ୍ ଦିନ୍ ଆରି ଅଦା ଦିନର୍ପାଇ ସବୁ ରାଇଜର୍, ସବୁ ଦେସର୍, ସବୁ ବଁସର୍, ସବୁ ଜାତିର୍ ଆରି ସବୁ ବାସାର୍ ଲକ୍ ଦେକ୍ବାଇ । ସେ ମଲା ମଡାମନ୍କେ ତପ୍ବାକେ ସେମନ୍ ରାଜି ନଅତ୍ ।