ପର୍କାସିତ 11:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତାର୍ପଚେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ସର୍ଗେ ଜବର୍ ଆଉଲି ଅଇବାଟା ସୁନିଅଇଲା । ଜଗତ୍କେ ସାସନ୍ କର୍ବା ବପୁ ଆମର୍ ମାପ୍ରୁ ଆରି ତାର୍ ମସିଅକେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । အခန်းကိုကြည့်ပါ။ |
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।