ପର୍କାସିତ 11:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ । အခန်းကိုကြည့်ပါ။ |