ପର୍କାସିତ 12:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।