15 ତାର୍ପଚେ ସେ ଅସୁର୍ସାଁପ୍ ତାର୍ ଟଣ୍ଡେଅନି ବନିଆ ଅଇଜିବା ଏତ୍କି ପାନି ବାର୍କରାଇଲା । ଜେନ୍ତାରି କି ସେ ପାନି ସେ ମାଇଜିକେ ବଁଙ୍ଗ୍ଲାଇ ନେଇସି ।
ମୁଇ ତମର୍ ବିସଇନେଇ ବାବି ବାବି ଆଚି । କେଡେବେଲେ ତମର୍ ମନର୍ ଚିନ୍ତା କିରିସ୍ଟତେଇ ଅନି ବିନ୍ ବାଟେ ଜାଇସି ଆରି ତାର୍ପାଇ ରଇବା ତମର୍ ଆଲାଦ୍ ପୁରାପୁରୁନ୍ ମନ୍ ସଙ୍ଗ୍ ନ ରଏ । ଅବା ପାରା ତମେ ନାଡାଇଅଇସା ମିସା । ଜେନ୍ତିକି ସେ ଗଟେକ୍ ଚତୁର୍ ସାଁପର୍ କାତା ଦାରି ନାଡାଇଅଇଲା ।
ମାତର୍ ଦର୍ତନି ସେ ମାଇଜିକେ ସାଇଜ କଲା । ଅସୁର୍ସାଁପର୍ ଟଣ୍ଡେଅନି ଆଇଲାପାନି ତାର୍ ନିଜର୍ ଟଣ୍ଡ୍ପାଡିକରି ଗିଲିଦେଲା ।
ସେ ଅସୁର୍ ସାଁପ୍କେ ବାଇରେ ବେଟି ପିଙ୍ଗିଦେଲାଇ । ସେ ଅସୁର୍ସାଁପ୍ ଦିଆବଲ୍ ବଲି ଡାକ୍ବା ସାଁପ୍ ରଇଲା । ଜେ କି ଗୁଲାଇ ଜଗତ୍ ନାଡାଇରଇଲା । ତାର୍ ଦୁତ୍ମନ୍କେ ଆରି ତାକେ ମିସ୍ତେ ଦର୍ତନି ଉପ୍ରେ ପିଙ୍ଗିଦେଲାଇ ।
ଦୁତ୍ ଏନ୍ତାରି ମିସା ମକେ କଇଲା, ତୁଇ ଜନ୍ ପାନି ଉପ୍ରେ ବେସିଆ ବସିରଇବାଟା ଦେକ୍ଲୁସ୍, ସେଟା ଅଇଲାନି ଏ ଜଗତର୍ ରାଇଜ୍ମନ୍, ଲକ୍ମନ୍, ଜାତିମନ୍ ଆରି ବାସାମନ୍ ।
ସେ ଅସୁର୍ ସାଁପ୍କେ ଦାର୍ଲା । ଜନ୍ ଆଗର୍ କାଲେ ରଇଲା ସାଁପ୍, ସେଟା ଅଇଲାନି ସଇତାନ୍ । ତାକେ ଅଜାର୍ ବରସର୍ପାଇ ସିକ୍ଲିସଙ୍ଗ୍ ବାନ୍ଦିଦେଲା ।