ପର୍କାସିତ 12:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସେଟାର୍ପାଇ ସେ ଅସୁର୍ସାଁପ୍ ବେସି ରିସାଅଇଗାଲା । ଆରି ସେ ମାଇଜିର୍ ବାକିରଇବା ନାତିତିତି ମନର୍ ସଙ୍ଗ୍ ଜୁଇଦ୍ କର୍ବାର୍ ଆଇଲା । ସେମନ୍ ପର୍ମେସରର୍ ଆଦେସ୍ ମାନିକରି ଜିସୁ ଜାନାଇରଇବା ସତ୍ ଦାରିରଇବାଇ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।