ପର୍କାସିତ 13:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତାର୍ପଚେ ମୁଇ ସମ୍ଦୁର୍ ବିତ୍ରେ ଅନି ଗଟେକ୍ ପସୁକେ ବାରଇଆଇବାଟା ଦେକ୍ଲି । ତାକେ ଦସ୍ଟା ସିଙ୍ଗ୍ ଆରି ସାତ୍ଟା ମୁଣ୍ଡ୍ ରଇଲା । ତାର୍ ସବୁ ସିଙ୍ଗେ ଗଟେକ୍ ଗଟେକ୍ ମୁକୁଟ୍ ରଇଲା । ଆରି ମୁଣ୍ଡ୍ ଉପ୍ରେ ପର୍ମେସର୍କେ ନିନ୍ଦା କଲା ପାରା ବିନ୍ ବିନ୍ ରକାମର୍ ସାତ୍ଟା ନାଉଁ ରଇଲା । အခန်းကိုကြည့်ပါ။ |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।