ପର୍କାସିତ 13:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ପର୍ତୁମ୍ ପସୁର୍ ମୁଆଟେ କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କର୍ବାକେ ତାକେ ଅଦିକାର୍ ରଇଲା । ସେ କାବା ଅଇଜିବା କାମ୍ମନର୍ ଲାଗି ଦର୍ତନିତେଇ ରଇବା ସବୁ ଲକ୍ମନ୍କେ ନାଡାଇଲା । ପର୍ତୁମର୍ ପସୁ ଜେ କି କାଣ୍ଡାସଙ୍ଗ୍ ମାରି ରଇଲେ ମିସା ଜିଇ ରଇଲା, ତାକେ ଡାକ୍ପୁଟାର୍ପାଇ ଗଟେକ୍ ମୁର୍ତି ତିଆର୍କରୁ ବଲି ସେ ଲକ୍ମନ୍କେ କଇଲା । အခန်းကိုကြည့်ပါ။ |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।