ପର୍କାସିତ 13:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ପଚର୍ ପସୁ ଆଗ୍ତୁ ତିଆର୍ କରିରଇବା ପସୁର୍ ମୁର୍ତିତେଇ ପୁଣ୍ଡ୍ବାକେ ଅଦିକାର୍ ପାଇଲା । ଜେନ୍ତାରି କି ସେନ୍ତି କଲେ, ସେ ମୁର୍ତି କାତା ଅଇକରି ତାକେ ଜୁଆର୍ ନ କର୍ବା ସବୁଲକ୍କେ ମରାଇସି । အခန်းကိုကြည့်ပါ။ |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।