ପର୍କାସିତ 13:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେ ପସୁ ସାନ୍ ବଡ୍ ଲକ୍ମନ୍କେ, ସାଉକାର୍ ଆରି ଅର୍କିତ୍ ଲକ୍ମନ୍କେ, ବନ୍ଦି ଆରି ମୁକ୍ଲିରଇବା ଲକ୍ମନ୍କେ ଆରି ସବୁକେ ତାକର୍ ଉଜାଆତେ ନଇଲେ ତାକର୍ କାପାଲେ ଗଟେକ୍ ଚିନ୍ ଗଦ୍ବାକେ ଡରାଇଲା । အခန်းကိုကြည့်ပါ။ |
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।