ପର୍କାସିତ 13:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଏ ଚିନ୍ ନ ଅଇତେ କେ ମିସା ଗେନା ବିକା କରି ନାପାର୍ଲାଇ । ଏ ଚିନ୍ ଅଇଲାନି, ସେ ପସୁର୍ ନାଉଁ ନଇଲେ ସେ ନାଉଁ ବାଦ୍ଲିରଇବା ଲମର୍ । အခန်းကိုကြည့်ပါ။ |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।