ପର୍କାସିତ 13:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ସେ ପସୁର୍ ନମରର୍ ଅରତ୍ ଗଟେକ୍ ଗିଆନ୍ ରଇବା ଲକ୍ସେ ଜାନିଅଇସି । କାଇକେବଇଲେ ସେ ନମର୍ ଗଟେକ୍ ଲକର୍ ନାଉଁର୍ ବାଦୁଲେ ଆଚେ । ସେ ନମର୍ ଅଇଲାନି ୬୬୬ । အခန်းကိုကြည့်ပါ။ |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।